Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ବ୍ରହ୍ମପୁରରେ ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତା ଗିରଫ, ରାଜନୀତି ସରଗରମ
    ଅପରାଧ

    ବ୍ରହ୍ମପୁରରେ ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତା ଗିରଫ, ରାଜନୀତି ସରଗରମ

    June 25, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    Bramhapur
    ବ୍ରହ୍ମପୁରରେ ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତାଙ୍କୁ ଗିରଫ, ରାଜନୀତି ସରଗରମ

    ଭୁବନେଶ୍ବର: ଗତକାଲି ଦୁଷ୍କର୍ମ ଅଭିଯୋଗରେ ବ୍ରହ୍ମପୁରରୁ ଗିରଫ ହୋଇଥିବା ଭବାନୀ ଶଙ୍କର ଦାସ ବିଜେପି ନେତା। ସେ ବିଜେପିର ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ତାଙ୍କର ହାତ ରହିଛି। ଯାହାକୁ ନେଇ ବ୍ରହ୍ମପୁର କାହିଁକି ସାରା ରାଜ୍ୟର ରାଜନୀତିର ବେଶ ସରଗରମ ହୋଇପଡିଛି। ନିକଟରେ ସେହି ବ୍ରହ୍ମପୁରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା। ଏବେ ପୁଣି ସେହିପରି ଅଭିଯୋଗ ପରେ ରାଜ୍ୟରେ ଆଇନ ବ୍ୟବସ୍ଥା ସ୍ଥିତି କଣ ତାହା ସ୍ପଷ୍ଟ ଅନୁମେୟ କରି ହେଉଛି।

    ଗତକାଲି ନାବାଳିକା ଦୁଷ୍କର୍ମ ଅଭିଯୋଗରେ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ପୁଲିସ ବିଶ୍ଵହିନ୍ଦୁ ପରିଷଦର ସଦସ୍ୟ ତଥା ବିଜେପି ନେତା ଏବଂ ବାଜପେୟ କ୍ଲିନିକ ମାଲିକ ଭବାନୀ ଶଙ୍କର ଦାଶଙ୍କୁ ଗିରଫ କରିଛି। ଜଣେ ୧୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ପରେ ପୋଲିସ ଗିରଫ କରିଛି। ଉଭୟଙ୍କ ଡାକ୍ତରୀ ମାଇନା ବ୍ରହ୍ମପୁର ଏମକେସିଜି ହସପିଟାଲରେ କରାଯାଇଛି। ଦୁଷ୍କର୍ମ ର ଶିକାର ହୋଇଥିବା ନାବାଳିକା ଖ୍ରୀଷ୍ଟିଆନ ବୋଲି ଜଣାପଡିଛି। ଏହି ଘଟଣାର ତଦନ୍ତ ଦାୟିତ୍ବ ନେଇଛନ୍ତି ବ୍ରହ୍ମପୁର ଟାଉନ ଏସଡିପିଓ।

    ତେବେ ଏହାକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ସାମାଜିକ ଗଣମାଧ୍ୟମରେ ତୁମ୍ବିତୋଫାନ ଆରମ୍ଭ କରିସାରିଲେଣି। ଏପରିକି ଖୁବ ଶିଘ୍ର ଉଭୟ ଦଳ ରାଜରାସ୍ତାକୁ ଓହ୍ଲାଇବେ ବୋଲି ପ୍ରସ୍ତୁତ ହେଉଥିବା ଜଣାପଡିଛି। ତା ପୂର୍ବରୁ ରାଜ୍ୟରେ ନାରୀ ନିର୍ଯ୍ୟାତନା ବୃଦ୍ଦି ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଉପରେ ଅନୁଧ୍ୟାନ କରିବାରେ ଲାଗିଛି କଂଗ୍ରେସ। ଦଳର ଏକ କେନ୍ଦ୍ରୀୟ ଟିମ ବିଭିନ୍ନ ଘଟଣା ସ୍ଥଳ ଅନୁଧ୍ୟାନ କରିବାରେ ଲାଗିଛନ୍ତି।

    ବାଜପେୟ କ୍ଲିନିକ ବିଜେପି ନେତାଙ୍କ ଦୁଷ୍କର୍ମ ଭବାନୀ ଶଙ୍କର ଦାଶ
    Share. Facebook Twitter LinkedIn Email WhatsApp Copy Link
    Previous Articleମୁହଁ ଖୋଲିଲେ ଦୀପାଳି ଦାସ, ବିଜେପିରେ ଯୋଗ ଦେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କହିଲେ….
    Next Article ପାକିସ୍ତାନକୁ ବଡ଼ ଝଟକା!: ଭାରତର ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଧରିଥିବା ପାକ୍ ଅଧିକାରୀ ନିହତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.