Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଚୋରା ହୋମିଓପାଥି ସ୍ପିରିଟ ଜବତ: ଅଭିଯୁକ୍ତମାନଙ୍କୁ ବାନ୍ଧିଲା ବେଗୁନିଆପଡ଼ା ପୋଲିସ
    ଅପରାଧ

    ଚୋରା ହୋମିଓପାଥି ସ୍ପିରିଟ ଜବତ: ଅଭିଯୁକ୍ତମାନଙ୍କୁ ବାନ୍ଧିଲା ବେଗୁନିଆପଡ଼ା ପୋଲିସ

    June 25, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆପଡ଼ା ଥାନା ଅନ୍ତର୍ଗତ କଞ୍ଚଣା ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ପୋଲିସ ଗୋଟିଏ କାର୍ କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ କାର୍ ଭିତରେ ୯୪ ବୋତଲ ଅର୍ଥାତ୍ ୪୨ ଲିଟର ଚୋରା ହୋମିଓପାଥି ସ୍ପିରିଟ ମହଜୁଦ ଥିବା ଦେଖିବାକୁ ମିଳିଥିଲା। ଉକ୍ତ ସ୍ପିରିଟ ସବୁ ନିଶା ଔଷଧ ପ୍ରସ୍ତୁତି ପାଇଁ ବାହାରକୁ ଚାଲାଣ ହେଉଥିଲା।

    ବେଗୁନିଆପଡ଼ା ଥାନା ପୋଲିସ୍ ଉକ୍ତ ସ୍ପିରିଟ ଜବତ କରିବା ସହ ଚାଲାଣକାରୀମାନଙ୍କୁ ଅଟକାଇ ଜେରା କରୁଛି।

    କଞ୍ଚଣା ରାସ୍ତା ଚୋରା ହୋମିଓପାଥି ସ୍ପିରିଟ ବେଗୁନିଆପଡ଼ା ପୋଲିସ
    Share. Facebook Twitter LinkedIn Email WhatsApp Copy Link
    Previous Articleଜାତୀୟ ରାଜପଥ ବଡପଦରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ସମ୍ପୂର୍ଣ୍ଣ ଭାବେ ଜଳିଗଲା ଦୁଇଟି କାର
    Next Article ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’ ଗଠନ କରିବାକୁ ପ୍ରସ୍ତାବ ଦେଲେ କେନ୍ଦ୍ରମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.