Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ମୁମ୍ବାଇ ହସପିଟାଲରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବିଧାୟକ ଓ ନେତାଗଣ
    ଆଜିର ଖବର

    ମୁମ୍ବାଇ ହସପିଟାଲରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବିଧାୟକ ଓ ନେତାଗଣ

    June 25, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    bjd
    ମୁମ୍ବାଇ ହସପିଟାଲରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବିଧାୟକ ଓ ନେତାଗଣ

    ଭୁବନେଶ୍ବର: ମୁମ୍ବାଇରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିଜେଡି ବିଧାୟକ ତଥା ନେତାଗଣ। ଆଜି ମୁମ୍ବାଇ ହସପିଟାଲରେ ନବୀନଙ୍କ ସ୍ବାସ୍ଥ୍ୟ ସଂପର୍କରେ ଅବଗତ ହେବା ସହିତ ସେଠାରେ ଥିବା ତାଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି।

    ଯେଉଁ ନେତାମାନେ ଯାଇଥିଲେ ସେମାନେ ହେଲ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ ରାଉତ, ସଂଜୀବ ମଲ୍ଲିକ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ସାଂସଦ ଚନ୍ଦ୍ରଶେଖର ସାହୁ, ପ୍ରଣବ ବଳବନ୍ତରାୟ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ପ୍ରମୁଖ।

    BJD Naveen Patnaik ଆମ୍ବାନୀ ହସପିଟାଲ ନବୀନ ଅସୁସ୍ଥ୍ୟ ନବୀନ ହସପିଟାଲରେ
    Share. Facebook Twitter LinkedIn Email WhatsApp Copy Link
    Previous Articleଝରିଆ କୋଇଲା କ୍ଷେତ୍ରରେ ପ୍ରଭାବିତ ପରିବାରର ପୁନର୍ବାସ ପାଇଁ ମାଷ୍ଟର ପ୍ଲାନକୁ କ୍ୟାବିନେଟ ମଞ୍ଜୁରି
    Next Article ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ପ୍ରଦେଶ ଯୁବ କଂଗ୍ରେସ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.