Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳାର ସମାଧାନ ପାଇଁ ଗଞ୍ଜାମ ଜିଲ୍ଲା ବିଜେଡ଼ି ପକ୍ଷରୁ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ସ୍ମାରକପତ୍ର ପ୍ରଦାନ
    ଆଜିର ଖବର

    ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳାର ସମାଧାନ ପାଇଁ ଗଞ୍ଜାମ ଜିଲ୍ଲା ବିଜେଡ଼ି ପକ୍ଷରୁ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ସ୍ମାରକପତ୍ର ପ୍ରଦାନ

    June 26, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ଏକ ବର୍ଷ ମଧ୍ୟରେ ରାଜ୍ୟର ଆଇନ୍ ଶୃଙ୍ଖଳା ଏତେ ଭୟଙ୍କର ଭାବେ ବିପର୍ଯ୍ୟସ୍ତ ହୋଇପଡିଛି, ରାଜ୍ୟର ସାଧାରଣ ଜନତା ନିଜକୁ ସୁରକ୍ଷିତ ମଣୁନାହାନ୍ତି। ବିଶେଷକରି ଗତ ଏକ ସପ୍ତାହ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ଆହୁରୀ ଖରାପ ହୋଇଛି। ଜିଲ୍ଲା ବିଜେଡ଼ି ପକ୍ଷରୁ ଏଭଳି ଅଭିଯୋଗ ହୋଇଥିବା ବେଳେ ଏହି ପରିପ୍ରେକ୍ଷୀରେ ଆଜି ବିଭିନ୍ନ ପ୍ରକାରର ଅସାମାଜିକ ଯୁବକ ମାନଙ୍କୁ ଦୃଢ଼ ହସ୍ତରେ ଦମନ କରିବା ପାଇଁ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

    ଲ୍ଲା ବିଜେଡ଼ି ସଭାପତି ଡଃ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ନେତୃତ୍ବରେ ଏକ ବିରାଟ ଶୋଭାଯାତ୍ରାରେ ଦଳୀୟ ନେତା ଯଥା ପୁର୍ବତନ ସାଂସଦ ଡଃ ରାଜଶ୍ରୀ ମଳିକ, ପୁର୍ବତନ ମନ୍ତ୍ରୀ ଟୁକୁନି ସାହୁ ପୁର୍ବତନ ବିଧାୟକ ପୁର୍ଣ୍ଣଚନ୍ଦ୍ର ସ୍ବାଇଁ, ସୁବାଷ ବେହେରା, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ପୁର୍ବତନ ନିଗମ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ମହାରଣା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ରାଜେଶ୍ଵରୀ ଦୋରା ଙ୍କ ସମେତ ବହୁ ବରିଷ୍ଠ ନେତା, କର୍ମକର୍ତ୍ତା ଓ କର୍ମୀ ପ୍ରମୁଖ ଯୋଗ ଦେଇ ଦକ୍ଷିଣାଞ୍ଚଳ ଆଇଜି ଙ୍କୁ ସାକ୍ଷାତ କରି ସ୍ମାରକପତ୍ର ପ୍ରଦାନ କରିଥିଲେ।

    ଗଞ୍ଜାମ ଜିଲ୍ଲା ବିଜେଡ଼ି ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳା ସ୍ମାରକପତ୍ର ପ୍ରଦାନ
    Share. Facebook Twitter LinkedIn Email WhatsApp Copy Link
    Previous Articleଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ
    Next Article ‘ପାଣି ଦିଅ ନଚେତ୍ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ’, ବିଲାୱଲ ଭୁଟ୍ଟୋଙ୍କ ଧମକର କଡ଼ା ଜବାବ ଦେଲା ଭାରତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.