Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରଥଯାତ୍ରା ଅବସରରେ ପୁରୀ ବେଳାଭୂମିରେ ୧୦୧ ଜଗନ୍ନାଥ ମୂର୍ତ୍ତି ନିର୍ମାଣ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
    ଆଜିର ଖବର

    ରଥଯାତ୍ରା ଅବସରରେ ପୁରୀ ବେଳାଭୂମିରେ ୧୦୧ ଜଗନ୍ନାଥ ମୂର୍ତ୍ତି ନିର୍ମାଣ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

    June 27, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    JaiJagnnath
    ରଥଯାତ୍ରା ଅବସରରେ ପୁରୀ ବେଳାଭୂମିରେ ୧୦୧ ଜଗନ୍ନାଥ ମୂର୍ତ୍ତି ନିର୍ମାଣ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

    ପୁରୀ: ମହାପ୍ରଭୁ ରଥଯାତ୍ରାର ପବିତ୍ର ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଶ୍ରୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶାର ପୁରୀ ବେଳାଭୂମି କୂଳରେ ପ୍ରଭୁ ଜଗନ୍ନାଥଙ୍କ ୧୦୧ଟି ମୂର୍ତ୍ତି ସହିତ ଏକ ମନୋରମ ବାଲୁକା କଳା ସ୍ଥାପନ କରିଛନ୍ତି।

    ସୋସିଆଲ ମିଡିଆରେ ଏହି କଳାକୃତିକୁ ସେୟାର କରି ଶ୍ରୀ ପଟ୍ଟନାୟକ ଲେଖିଛନ୍ତି, “ଜୟ ଜଗନ୍ନାଥ! ମହା ପ୍ରଭୁ ରଥଯାତ୍ରାର ଶୁଭ ଅବସରରେ, ମୁଁ ଓଡ଼ିଶାର ପୁରୀ ବେଳାଭୂମିରେ ମହା ପ୍ରଭୁ ଜଗନ୍ନାଥଙ୍କ ୧୦୧ଟି ମୂର୍ତ୍ତି ସହିତ ଏକ ବାଲୁକା କଳା ନିର୍ମାଣ କରିଛି। ତାଙ୍କ ଆଶୀର୍ବାଦ ଆମ ସମସ୍ତଙ୍କୁ ମାର୍ଗଦର୍ଶନ କରୁ।” ବାଲିର ଏହି କଳାକୃତି ବର୍ତ୍ତମାନ ରଥଯାତ୍ରା ଗହଳିରେ ବେଶ ଆକର୍ଷଣୀୟ ହୋଇପାରିଛି। 

    Rath Yatra Rath Yatra 2025 Ratha Jatra ରଥଯାତ୍ରା
    Share. Facebook Twitter LinkedIn Email WhatsApp Copy Link
    Previous Articleଏବେ ୧୮ ଦିନ ପୂର୍ବରୁ ଜଣାପଡିବ ମୌସୁମୀର ସ୍ଥିତି, ଏକ ନୂତନ AI ମଡେଲ ପ୍ରସ୍ତୁତ କଲା IIT ଦିଲ୍ଲୀ 
    Next Article କଲେଜ ପରିସରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ତିନି ଅଭିଯୁକ୍ତ ଗିରଫ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.