Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ଆଜିଠାରୁ ଅନଲାଇନ ପଞ୍ଜୀକରଣ
    ଆଜିର ଖବର

    ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ଆଜିଠାରୁ ଅନଲାଇନ ପଞ୍ଜୀକରଣ

    June 27, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଜୁନ ୩୦ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନ ଅଭିଯୋଗ ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି।

    ଆଜି ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

    ଅନଲାଇନ ପଞ୍ଜୀକରଣ ଜନ ଅଭିଯୋଗ ଶୁଣାଣି ମୋହନ ଚରଣ ମାଝି
    Share. Facebook Twitter LinkedIn Email WhatsApp Copy Link
    Previous Articleକଲେଜ ପରିସରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ତିନି ଅଭିଯୁକ୍ତ ଗିରଫ
    Next Article PFIର ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ: ୨୦୪୭ ସୁଦ୍ଧା ଭାରତରେ ଇସଲାମିକ ଶାସନ ଆଣିବା ପାଇଁ ପ୍ରସ୍ତୁତି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.