Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଜମି ଜାଲିଆତି ମାମଲାରେ ଦୁଇ ଗିରଫ, ଦୁଇ ଫେରାର
    ଅପରାଧ

    ଜମି ଜାଲିଆତି ମାମଲାରେ ଦୁଇ ଗିରଫ, ଦୁଇ ଫେରାର

    June 28, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅଞ୍ଚଳର ମିଲନ୍ କୁମାର ସାହୁଙ୍କ ଅଭିଯୋଗ ଅନୁଯାୟୀ ଟାଉନ ଥାନା ପୋଲିସ୍ ଦୁଇ ଅଭିଯୁକ୍ତ ରୀତ ଦଳେଇ ଓ ସଂଜୀବ ନଭନିତ୍ ନାମକ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

    ସୁଚନା ଥାଊକି ଗାନ୍ଧୀ ନଗର ଅଞ୍ଚଳର ଏକ ଗୃହପଯୋଗୀ ଜମିକୁ କିଣିବା ପାଇଁ ଜଳନ୍ଧର ଦଳେଇ ନାମକ ଜଣେ ମାଲିକକୁ ଅଭିଯୋଗକାରୀ ଯୁବକ ଉକ୍ତ ଦୁଇ ଅଭିଯୁକ୍ତଙ୍କ ମଧ୍ୟସ୍ଥି ରେ ନଗଦ ୬୬ ଲକ୍ଷରୁ ଅଧିକ ଦେଇଥିଲେ। କିନ୍ତୁ ସଠିକ ଜମି ପ୍ରଦାନରେ ଚଞ୍ଚକତା ହେତୁ ସେ ଟଙ୍କା ଫେରସ୍ତ ପାଇଁ ଅନୁରୋଧ କରିଥିଲେ। ତଥାପି ଟଙ୍କା ନପାଇ ମାନସିକ ଭାରସାମ୍ୟ ହରାଇ ଆଇନ୍ ର ଆଶ୍ରୟ ନେଇ ଟାଉନ ଥାନାରେ ଅଭିଯୋଗ କରିଥିଲେ।

    ଅଭିଯୋଗ ଗ୍ରହଣ କରି ପୋଲିସ ମାମଲା ରୁଜୁ କରି ଜମି ମାଲିକ ଜଳନ୍ଧର ଦଳେଇ, ଉକ୍ତ ଦୁଇ ଅଭିଯୁକ୍ତ ସହ ମନୋଜ୍ ପଣ୍ଡା ନାମକ ଜଣେ ଯୁବକ ବିରୋଧରେ ଭାରତୀୟ ନ୍ୟାୟ ସଂହିତା ଧାରା ଅନୁସାରେ ମକଦ୍ଦମା ରୁଜୁ କରି ଆଜି ଉକ୍ତ ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଓ ଅନ୍ୟ ଦୁଇଜଣଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଜାରି ରହିଛି।

    ଜମି ଜାଲିଆତି ମାମଲା ଦୁଇ ଗିରଫ ଦୁଇ ଫେରାର ବଡ଼ବଜାର ଥାନା
    Share. Facebook Twitter LinkedIn Email WhatsApp Copy Link
    Previous Articleବିବାହ ବନ୍ଧନରେ ଆବଦ୍ଧ ହେଲେ ଜେଫ୍ ବେଜୋସ୍ ଏବଂ ଲରେନ୍ ସାଞ୍ଚେଜ୍: ଭାଇରାଲ୍ ହେଲା ବିବାହ ଫଟୋ
    Next Article ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ ଗୌତମ ଆଦାନୀ: ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଆରମ୍ଭ କଲେ ଯାତ୍ରା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.