Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଅବସରର ତିନି ଦିନ ପୁର୍ବରୁ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
    ଅପରାଧ

    ଅବସରର ତିନି ଦିନ ପୁର୍ବରୁ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

    June 28, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଗଞ୍ଜାମ ବ୍ଳକ୍ ରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ଘର ଓ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଶ୍ରୀଯୁକ୍ତ ପଣ୍ଡାଙ୍କ ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ୭ ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଚଢ଼ାଉ ଜାରି ରଖିଛନ୍ତି। ଉକ୍ତ ଚଢାଉରେ ୬ ଡି ଏସ୍ ପି ଓ ୮ ଜଣ ନୀରିକ୍ଷକଙ୍କ ସହ ବହୁ କର୍ମଚାରୀ ନିଯୁକ୍ତି ହୋଇଛନ୍ତି।

    ସୁଚନା ଥାଉକି ଯନ୍ତ୍ରୀ ଶ୍ରୀଯୁକ୍ତ ପଣ୍ଡା ଆଉ ତିନି ଦିନ ପରେ ଅବସର ନେବାର ଥିଲା। ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଏକକାଳୀନ ୭ ଟି ସ୍ଥାନ ଯଥା କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ଗୁଡିଆଳି ଗ୍ରାମର ପୈତୃକ ଘର, ପୁରୁଷୋତ୍ତମ ପୁର ଥାନା ଅର୍ନ୍ତଗତ ବେଢ ଗ୍ରାମର ଶ୍ଵଶୁର ଘର, ବ୍ରହ୍ମପୁର ରାମହରି ନଗର ସ୍ଥିତ ନିଜ ବାସସ୍ଥାନ, ଆଙ୍କୁଲି ସ୍ଥିତ ମୁକ୍ତେଶ୍ଵର ଆପାର୍ଟମେଂଟରେ ଦୁଇଟି ଫ୍ଲାଟ୍, ପୁରୀ ଚୁଡଙ୍ଗ ସାହି ସ୍ଥିତ ଗୋଟିଏ ଫ୍ଲାଟ୍ ଓ ଗଞ୍ଜାମ ବ୍ଳକ୍ ରେ ଥିବା ନିଜ କାର୍ଯ୍ୟାଳୟରେ ଯାଞ୍ଚ ଚାଲିଛି।

    ଚଢ଼ାଉ ସମୟରେ ବହୁ ବାସଗୃହର ପ୍ରମାଣପତ୍ର, ବିପୁଳ ପରିମାଣ ର ନଗଦ ଟଙ୍କା ଓ ବହୁ ମୁଲ୍ୟର ସ୍ବର୍ଣ୍ଣ ଅଳଙ୍କାର ଜବତ ହୋଇଛି। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଥିବାବେଳେ ଆୟ ବହିଃର୍ଭୁତ ସମ୍ପତ୍ତିର ଆକଳନ ହୋଇନଥିବା ଜଣାପଡିଛି।

    ଗଞ୍ଜାମ ଜିଲ୍ଲା ଭିଜିଲାନ୍ସ ବିଭାଗ ଚଢାଉ
    Share. Facebook Twitter LinkedIn Email WhatsApp Copy Link
    Previous Articleବନ୍ଧୁ ପାକିସ୍ତାନକୁ ବଡ଼ ଝଟକା ଦେଲା ଚୀନ୍, ଏହି ଅସ୍ତ୍ର ଦେବାକୁ ମନା କଲା ଡ୍ରାଗନ; ଚିନ୍ତାରେ ଶାହବାଜ ସରିଫ
    Next Article ପୁରୀର ରଥଯାତ୍ରାରେ ଗୌତମ ଆଦାନୀଙ୍କ ‘ସାଧନା ସେବା’ ସଂକଳ୍ପ: ଖାଦ୍ୟ, ଜଳଠାରୁ ସୁରକ୍ଷା ପର୍ଯ୍ୟନ୍ତ ଦାୟିତ୍ୱ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.