Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଗୁଣ୍ଡିଚା ମନ୍ଦିର ଆଗରେ ଦଳଚକଟା, ୩ ଜଣ ଭକ୍ତ ମୃତ୍ୟୁ, ଏକାଧିକ ଆହତ
    ଆଜିର ଖବର

    ଗୁଣ୍ଡିଚା ମନ୍ଦିର ଆଗରେ ଦଳଚକଟା, ୩ ଜଣ ଭକ୍ତ ମୃତ୍ୟୁ, ଏକାଧିକ ଆହତ

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ଗୁଣ୍ଡିଚା ମନ୍ଦିର
    ଗୁଣ୍ଡିଚା ମନ୍ଦିର ଆଗରେ ଦଳଚକଟା, ୩ ଜଣ ଭକ୍ତଙ୍କ ମୃତ୍ୟୁ, ଏକାଧିକ ଆହତ

    ପୁରୀ: ପୁଣି ପୁରୀ ରଥଯାତ୍ରାକୁ ନେଇ ଆସିଲା ବଡ ବିଭ୍ରାଟ। ଭକ୍ତଙ୍କୁ ପ୍ରଶାସନ ଠିକରେ ସୁରକ୍ଷା ଦେଇ ନ ପାରିବାରୁ ଦଳାଚକଟା ହୋଇଛି। ଫଳରେ ଶରଧାବାଲିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାର ଜଣାପଡିଛି। ଏଥିସହିତ ବହୁ ଭକ୍ତ ଆହତ ହୋଇ ଚିକିତ୍ସିତ ହେଉଥିବାର ଜଣାପଡିଛି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶାସନର ବେପାରୁଆ ନୀତିକୁ ନେଇ ସମାଲଚନା କରାଯାଇଛି।

    ଘଟଣାରୁ ଜଣାପଡିଛି ଯେ, ଆଜି ଭୋରରୁ ପହଡ ଖୋଲିବା ପରେ ଦର୍ଶନ କରିବା ପାଇଁ ଭିଡ ଲାଗିରହିଥିଲା। ଏହି ସମୟରେ ଚାରମାଳ ଧରି ଏକ ଟ୍ରକ ସେହି ଭିତରକୁ ପଶିଥିଲା। ଚାରମାଳ ରଖି ଟ୍ରକ ଫେରିଥିଲା। ହେଲା ସେହି ଭିଡ ଭିତରେ ଏହି କାମ କରିବା ଦ୍ବାରା ଭକ୍ତମାନେ ଆହୁରି ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଫଳରେ ପରିସ୍ଥିତି ଅଣଆୟତ ହୋଇପଡିବା ଯୋଗୁ ଦଳାଚକଟା ହୋଇଯାଇଥିଲା।

    Puri Rath Yatra 2025 Rath Yatra Rath Yatra 2025 rathyatra ଗୁଣ୍ଡିଚାମନ୍ଦିର ପୁରୀରେ ଦଳଚକଟା ରଥଯାତ୍ରା ରଥଯାତ୍ରା 2025
    Share. Facebook Twitter LinkedIn Email WhatsApp Copy Link
    Previous Articleମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’, ଜାଣନ୍ତୁ ସେମାନେ କରିବେ କଣ
    Next Article ପୁରୀ ଶରଧାବାଲିରେ ଦଳଚକଟା ଏବଂ ୩ ଭକ୍ତଙ୍କ ମୃତ୍ୟୁକୁ ନେଇ ତୀବ୍ର ନିନ୍ଦା କଲେ ନବୀନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.