Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା
    ଆଜିର ଖବର

    ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା

    ଭୁବନେଶ୍ବର: ପୁରୀ ଦଳଚକଟାରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

    ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

    Puri Stampede ଦଳଚକଟା ପୁରୀ ଦୁର୍ଘଟଣା ପୁରୀରେ ଦଳଚକଟା ରଥଯାତ୍ରା ଦୁର୍ଘଟଣା ରଥଯାତ୍ରାରେ ଦଳାଚକଟା
    Share. Facebook Twitter LinkedIn Email WhatsApp Copy Link
    Previous Articleବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ
    Next Article ପୁରୀ ଦଳାଚକଟା ଦୁର୍ଘଟଣାର ତଡନ୍ତ କରିବେ ଉନ୍ନୟନ କମିଶନର ଅନୁ ଗର୍ଗ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.