Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ତୁରନ୍ତ ପୁରୀର ନୂଆ ଜିଲ୍ଲାପାଳ ଏବଂ ଏସପି କାର୍ଯ୍ୟରେ ଦେଲେ ଯୋଗ, ଆରମ୍ଭ କଲେ ପଦକ୍ଷେପ
    ଆଜିର ଖବର

    ତୁରନ୍ତ ପୁରୀର ନୂଆ ଜିଲ୍ଲାପାଳ ଏବଂ ଏସପି କାର୍ଯ୍ୟରେ ଦେଲେ ଯୋଗ, ଆରମ୍ଭ କଲେ ପଦକ୍ଷେପ

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    puri
    ତୁରନ୍ତ ପୁରୀର ନୂଆ ଜିଲ୍ଲାପାଳ ଏବଂ ଏସପି କାର୍ଯ୍ୟରେ ଦେଲେ ଯୋଗ, ଆରମ୍ଭ କଲେ ପଦକ୍ଷେପ

    ପୁରୀ: ଆଜି ତୁରନ୍ତ ପୁରୀରେ ନୂଆ ଜିଲ୍ଲାପାଳ ଏବଂ ଏସପି କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲ୍ଲାପାଳ ଚଞ୍ଚଳ ରଣା ଏବଂ ଏସପି ଭାବେ ପିନାକ ମିଶ୍ର ଦାୟିତ୍ବ ନେଇ ପଦକ୍ଷେପ ଆରମ୍ଭ କରିଛନ୍ତି। ଉଭୟ ପୂର୍ବରୁ ଏହି ଦୁଇଜଣ ପୁରୀରେ କାର୍ଯ୍ୟ କରୁଥିଲେ। ଏସପି ପିନାକ ମିଶ୍ର ଗୁଣ୍ଡିଚା ମନ୍ଦିରରେ ଆଗରେ ଉପସ୍ଥିତ ରହି ଭକ୍ତମାନଙ୍କୁ ଧାଡିରେ ଯିବାକୁ କହୁଥିବାର ଦେଖିବାକୁ ମିଳିଥିଲା।

    ଉଭୟ କିଛି ସମୟ ବ୍ୟବସ୍ଥା ତଦାରଖ କରିବା ପରେ ସେମାନେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ଜିଲ୍ଲାପାଳ କହିଛନ୍ତି ଯେ, ବର୍ତ୍ତମାନ ସମସ୍ତ କାର୍ଯ୍ୟ ଠିକଠାକ ଚାଲିଛି। ପ୍ରଭୃଙ୍କ ଆଡପ ବିଜେ ଦର୍ଶନ ଏବଂ ବାହୁଡା ପାଇଁସମସ୍ତ ବନ୍ଦୋବସ୍ତ କରାଯାଉଛି।

    Puri ଚଞ୍ଚଳ ରଣା ନୂଆ ଜିଲ୍ଲାପାଳ ପିନାକ ମିଶ୍ର ପୁରୀ ଜିଲ୍ଲାପାଳ ବଦଳିଲେ ପୁରୀ ଜିଲ୍ଲାପାଳ
    Share. Facebook Twitter LinkedIn Email WhatsApp Copy Link
    Previous Articleସାମ୍ନାରେ ପଡ଼ିଲା ଡ୍ରୋନ୍, ଅଳ୍ପକେ ବର୍ତ୍ତିଲେ ଆରଜେଡ଼ି ନେତା ତେଜସ୍ୱୀ ଯାଦବ
    Next Article କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ଡିକେ ଶିବକୁମାର: କଂଗ୍ରେସ ବିଧାୟକ କଲେ ବଡ଼ ଖୁଲାସା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.