Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଶୋଇଥିବା ଅବସ୍ଥାରେ ଯୁବକଙ୍କୁ ହତ୍ୟା
    ଅପରାଧ

    ଶୋଇଥିବା ଅବସ୍ଥାରେ ଯୁବକଙ୍କୁ ହତ୍ୟା

    June 30, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୋଧୁରୀ): ବ୍ରହ୍ମପୁର ପୁଲିସ ଜିଲ୍ଲାରେ ଆଇନଶୃଙ୍ଖଳା ପରିସ୍ଥିତି ପୁରା ବିପର୍ଯ୍ୟସ୍ତ। ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ଭୀଷ୍ମଗିରି ବଡ଼ଗୋଲା ସାହିରେ ବି .ରାମଚନ୍ଦ୍ର (ଟୁଲୁ ପାତ୍ର) ନାମକ ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ମୃତ ଟୁଲୁଙ୍କୁ ଶୋଇଥିବା ଅବସ୍ଥାରେ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ହୋଇଥିବା ଜଣାପଡିଛି।

    ଖବର ପାଇ ଦିଗପହଣ୍ଡି ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

    ଦିଗପହଣ୍ଡି ଥାନା ବ୍ରହ୍ମପୁର ପୁଲିସ ଯୁବକକୁ ହତ୍ୟା
    Share. Facebook Twitter LinkedIn Email WhatsApp Copy Link
    Previous Articleଏବେ ଅଧିକ ବିପଦପୂର୍ଣ୍ଣ ହେବ ଭାରତର ରାଫେଲ!: ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲା ନୂତନ ପ୍ରଯୁକ୍ତିବିଦ୍ୟା
    Next Article ଗଞ୍ଜାମ ଜିଲ୍ଲାରେ ପୁଣି ଗଡ଼ିଲା ମୁଣ୍ଡ: ଯୁବକଙ୍କୁ ପିଟି ପିଟି ହତ୍ୟା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.