Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବିପଦ ସମୟରେ ସହାୟତାର ହାତ ବଢ଼ାଇଲେ ଗଣଶିକ୍ଷା ମନ୍ତ୍ରୀ: ଆହତ ଯୁବକଙ୍କୁ କଲେ ଉଦ୍ଧାର
    ଆଜିର ଖବର

    ବିପଦ ସମୟରେ ସହାୟତାର ହାତ ବଢ଼ାଇଲେ ଗଣଶିକ୍ଷା ମନ୍ତ୍ରୀ: ଆହତ ଯୁବକଙ୍କୁ କଲେ ଉଦ୍ଧାର

    June 30, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ବିପଦ ସମୟରେ ସହାୟତାର ହାତ ବଢ଼ାଇ ମାନବିକତାର ପ୍ରଦର୍ଶନ କରିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ବିଧାୟକ ଗୌରୀଶଙ୍କର ମାଝୀ। କୋରାପୁଟ ଜିଲ୍ଲାର କୋଟିଆ ଗସ୍ତ କାର୍ଯ୍ୟକ୍ରମ ସାରି ନବରଙ୍ଗପୁରକୁ ସନ୍ଧ୍ୟା ସମୟରେ ଫେରିବା ବେଳେ ଇନ୍ଦ୍ରାବତୀ ବ୍ରିଜ ନିକଟରେ ଏକ ସଡକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ଯୁବକଙ୍କୁ ଆହତ ଅବସ୍ଥାରେ ପଡିଥିବା ଦେଖିଥିଲେ ମନ୍ତ୍ରୀ ଶ୍ରୀ ଗଣ୍ଡ। ଉଭୟ ଶ୍ରୀ ଗଣ୍ଡ ଓ ବିଧାୟକ ଶ୍ରୀ ମାଝୀ ଆହତ ଯୁବକଙ୍କୁ ହସ୍ପିଟାଲକୁ ନେଇ ଚିକିତ୍ସା କରାଇବାର ବ୍ୟବସ୍ଥା କରିଥିଲେ। ସନ୍ଧ୍ୟା ସମୟରେ ଏବଂ ଏଭଳି ଦୁର୍ଗମ ସ୍ଥାନରେ ସତର୍କତାର ସହ ଯାନବାହନ ଚଳାଇବା ଲାଗି ମନ୍ତ୍ରୀ ଶ୍ରୀ ଗଣ୍ଡ ଉପସ୍ଥିତ ଲୋକମାନଙ୍କୁ ପରାମର୍ଶ ଦେଇଥିବା ଜଣାପଡିଛି।

    ଇନ୍ଦ୍ରାବତୀ ବ୍ରିଜ କୋଟିଆ ଗସ୍ତ କୋରାପୁଟ ଜିଲ୍ଲା ନିତ୍ୟାନନ୍ଦ ଗଣ୍ଡ
    Share. Facebook Twitter LinkedIn Email WhatsApp Copy Link
    Previous Articleଗାଲୁଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
    Next Article ଆସନ୍ତାକାଲି ଗୋରଖପୁର ଗସ୍ତରେ ଯିବେ ରାଷ୍ଟ୍ରପତି: MGUରେ ଅତ୍ୟାଧୁନିକ ଭିତ୍ତିଭୂମିର କରିବେ ଉଦଘାଟନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.