Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବିଏମସି ଅଫିସରଙ୍କୁ ମାଡ ଘଟଣା, ଜଗା ପ୍ରଧାନଙ୍କୁ ଛାଡି ଅନ୍ୟ ୫ ବିଜେପିରୁ ନିଲମ୍ବିତ
    ଆଜିର ଖବର

    ବିଏମସି ଅଫିସରଙ୍କୁ ମାଡ ଘଟଣା, ଜଗା ପ୍ରଧାନଙ୍କୁ ଛାଡି ଅନ୍ୟ ୫ ବିଜେପିରୁ ନିଲମ୍ବିତ

    July 1, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    BMC2
    ବିଏମସି ଅଫିସରଙ୍କୁ ମାଡ ଘଟଣା, ଜଗା ପ୍ରଧାନଙ୍କୁ ଛାଡି ଅନ୍ୟ ୫ ବିଜେପିରୁ ନିଲମ୍ବିତ

    ଭୁବନେଶ୍ବର: ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି । ସେମାନେ ହେଲେ

    • କର୍ପୋରେଟର ଅପରୂପ ନାରାୟଣ ରାଉତ
    • ରଶ୍ମି ରଞ୍ଜନ ମହାପାତ୍ର
    • ଦେବାଶିଷ ପ୍ରଧାନ
    • ସଚିକାନ୍ତ ସ୍ୱାଇଁ
    • ସଂଜୀବ ମିଶ୍ର

    ମାତ୍ର ଏତଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ନାଁ ଥିଲେ ହେଁ ବର୍ତ୍ତମାନ ଯାଏ ପୁଲିସ ତାଙ୍କୁ ଗିରଫ କରି ନାହିଁ କି ଦଳରୁ ନୀଳମ୍ବିତ କରାଯାଇ ନାହିଁ। ଏହାକୁ ନେଇ ବିଭିନ୍ନ ଦଳ ଏବେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିବା ଆରମ୍ଭ କରିଛନ୍ତି। ତେଣୁ ରାଜ୍ୟ ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଭିନ୍ନ ମହାଲରୁ ଦାବି ହୋଇଛି।

    bmc ବିଏମସି ଅଫିସରଙ୍କୁ ମାଡ
    Share. Facebook Twitter LinkedIn Email WhatsApp Copy Link
    Previous Articleଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
    Next Article ପ୍ରଚୁର ସମ୍ବଳ ଯୋଗାଣ ଯୋଗୁଁ ଲାଭବାନ ହେଉଛି ଲଦାଖ ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.