ଆଇନ ସେବା ପ୍ରାଧିକରଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦ୍ଦେଶ କ୍ରମେ…