ଆଣ୍ଟି ଟେରର ମକ୍‌ଡ୍ରିଲ୍‌

ପୁରୀ: ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।…