ଏକ୍ ପେଡ୍ ମା’ କେ ନାମ ୨.୦

ନୂଆଦିଲ୍ଲୀ/ଭୁବନେଶ୍ୱର: ବିଶ୍ୱ ତୁଳନାରେ ଭାରତ କେବେ ବି ପ୍ରଦୂଷଣକାରୀ ରାଷ୍ଟ୍ର ଭାବରେ ପରିଗଣିତ ହୋଇନାହିଁ। ଭାରତ ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବରେ ବିବେଚନା କରୁଥିବାର ସଭ୍ୟତା…