ନାବାଳିକାକୁ ଦୁଷ୍କର୍ମ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୁଣି ଗଞ୍ଜାମ ଜିଲ୍ଲାରେ ଆଉ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଳନ୍ଥରା ଥାନା ଅଞ୍ଚଳରେ ୧୨ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା…