ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ତିନି ରାଷ୍ଟ୍ର ଗସ୍ତର ପ୍ରଥମ ପର୍ଯ୍ୟାୟରେ ସାଇପ୍ରସରେ ପହଞ୍ଚିଛନ୍ତି। ତାଙ୍କୁ ଲାର୍ନାକା ଅନ୍ତର୍ଜାତୀୟ ବିମାନବନ୍ଦରରେ ସାଇପ୍ରସ ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ…