ବେଟୀ ବଚାଓ ବେଟୀ ପଢାଓ

ନୂଆଦିଲ୍ଲୀ: ଅନେକ ପିଢ଼ି ଧରି, ଭାରତୀୟ ମହିଳାମାନେ ନାନା ପ୍ରତିବନ୍ଧକକୁ ସାମ୍ନା କରି ଆସୁଥିଲେ। ସେମାନଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟସେବା, ନିଯୁକ୍ତି ଏବଂ ନିଷ୍ପତ୍ତି ନେବାରେ ସୀମିତ ସୁଯୋଗ…