Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଞ୍ଚଳିକ»ବିଶ୍ୱ ପରିବେଶ ଦିବସ ଅବସରରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
    ଆଞ୍ଚଳିକ

    ବିଶ୍ୱ ପରିବେଶ ଦିବସ ଅବସରରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

    June 5, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ସ୍ଥିତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ୫ ଜୁନ୍‌ ୨୦୨୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରାଣାଙ୍କ ନେତୃତ୍ୱରେ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରର କାର୍ଯ୍ୟକର୍ତ୍ତୀ ପୁଷ୍ପମଞ୍ଜରୀ ଦେଇଙ୍କ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

    ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ ମାନେ ଓ ସ୍ଥାନୀୟ ଗ୍ରାମବାସୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ପରିବେଶ ସୁରକ୍ଷା ଓ ସଜାଗତା ବୃଦ୍ଧି ପାଇଁ ବିଦ୍ୟାଳୟ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ଗ୍ରାମବାସୀ ଓ ବୁଦ୍ଧିଜୀବୀ ମହଲରେ ପ୍ରଂଶସା କରାଯାଇଛି।

    ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପରିବେଶ ସମ୍ବନ୍ଧୀୟ ସଚେତନତା ବୃଦ୍ଧି ପାଇଛି ବୋଲି ଅନେକ ଅଭିଭାବକ ଏବଂ ସଦସ୍ୟମାନେ ମତ ପ୍ରକାଶ କରିଛନ୍ତି।

    ବିଦ୍ୟାଳୟ ରେ ଗ୍ରୀଷ୍ମ ଛୁଟି ଚାଲିଥିବା ହେତୁ ପୂର୍ବାହ୍ନରେ ଅନଲାଇନ ମାଧ୍ୟମରେ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏହା ପରେ ସରକାର ଙ୍କ ଶିକ୍ଷା ବିଭାଗ ପକ୍ଷରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ୟୁଟୁବ ମାଧ୍ୟମରେ ରେ ଜୀବନ ଶୈଳୀ ଉପରେ ପରିବେଶ ର ପ୍ରଭାବ ସମ୍ପର୍କ ରେ ବୁଝାଇ ଥିଲେ। ଏହି କାର୍ଯ୍ୟକ୍ରମ ର ସିଧା ପ୍ରସାରଣ କୁ ପିଲାମାନେ ଓ ଅଭିଭାବକ ମାନେ ୟୁଟୁବ ମାଧ୍ୟମରେ ରେ ଦେଖିଥିଲେ। ଏହି ସିଧା ପ୍ରସାରଣ କାର୍ଯ୍ୟକ୍ରମ ଲିଙ୍କ କୁ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଓ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଅଭିଭାବକ ମାନଙ୍କୁ ପଠାଇଥିଲେ। ଏହା ପରେ ଅପରାହ୍ନ ରେ ବିଦ୍ୟାଳୟ ରେ ବୃକ୍ଷ ରୋପଣ କାର୍ଯ୍ୟ କରାଯାଇଥିଲା।

    ନୟାଗଡ଼ ଜିଲ୍ଲା ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ରଣପୁର ବ୍ଲକ
    Share. Facebook Twitter LinkedIn Email WhatsApp Copy Link
    Previous Articleମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଇଁ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା
    Next Article ପିନାକୀ ମିଶ୍ରଙ୍କ ବିବାହ ଘଟଣା, ନିଜ ସାମାଜିକ ଗଣମାଧ୍ୟମରେ ଫଟୋ ପକାଇ ଏମିତି ଲେଖିଲେ ମହୁଆ

    Related Posts

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    ବଣାଇଗଡ଼ରେ ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ସମ୍ମାନିତ

    ବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା

    ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.