Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଞ୍ଚଳିକ»ଅଧ୍ୟାପକ ପ୍ରଶାନ୍ତ ଦାଶଙ୍କୁ ବିଦାୟ ସମ୍ବର୍ଦ୍ଧନା
    ଆଞ୍ଚଳିକ

    ଅଧ୍ୟାପକ ପ୍ରଶାନ୍ତ ଦାଶଙ୍କୁ ବିଦାୟ ସମ୍ବର୍ଦ୍ଧନା

    June 9, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ରୀ ତେଜସ୍ମିତା ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ବିଦାୟକାଳୀନ ସଭାରେ ବରିଷ୍ଠ ପଦାର୍ଥ ବିଜ୍ଞାନ ଅଧ୍ୟାପକ ସଞ୍ଜୀବ ଦାଶ ଓ ପ୍ରଗତି ଅନୁଷ୍ଠାନର ନିର୍ଦ୍ଦେଶିକା ବନ୍ଦିତା ଦାଶ ଅତିଥି ଭାବେ ଯୋଗ ଦେଇ ବିଦାୟୀ ଅଧ୍ୟାପକ ଡ଼ଃ ପ୍ରଶାନ୍ତ କୁମାର ଦାଶଙ୍କୁ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ।

    ସଭା ପ୍ରାରମ୍ଭରେ ଛାତ୍ରଛାତ୍ରୀମାନେ ପୁଷ୍ପ ଚନ୍ଦନ ଦେଇ ଗୁରୁ ପାଦ ପୂଜା ପର୍ବ ପାଳନ କରି ଥିଲେ। ସଭାରେ ନମିତା, ସରୋଜିନୀ, ରଚନା, ରେଣୁବାଳା, ସୁମିତ୍ରା, ମାନସ, ରୋହନ, ମୀନକେତନ, ପ୍ରତାପ ଓ ରାଜେଶ୍ ପ୍ରମୁଖ ଅଧ୍ୟାପକଙ୍କ ସ୍ମୃତିଚାରଣ କରିଥିଲେ। ଛାତ୍ରଛାତ୍ରୀ ମାନେ ଏହି ଅବସରରେ ଉପହାର ପ୍ରଦାନ କରି ଗୁରୁଙ୍କର ଆଶୀର୍ବାଦ ଲାଭ କରିଥିଲେ।ପରିଶେଷରେ ରେଣୁବାଳା ଧନ୍ୟବାଦ୍ ଅର୍ପଣ କରି ଥିଲେ।

    ନାକଟିଦେଉଳ ବିଦାୟ ସମ୍ବର୍ଦ୍ଧନା ସମ୍ବଲପୁର ଜିଲ୍ଲା
    Share. Facebook Twitter LinkedIn Email WhatsApp Copy Link
    Previous Articleଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
    Next Article ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ୱିଜରଲ୍ୟାଣ୍ଡ ଏବଂ ସ୍ୱିଡେନ ଗସ୍ତ

    Related Posts

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    ବଣାଇଗଡ଼ରେ ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ସମ୍ମାନିତ

    ବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା

    ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.