Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଞ୍ଚଳିକ»ଯୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ
    ଆଞ୍ଚଳିକ

    ଯୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

    June 17, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ମହାନଗର ହରିହର ନଗର ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ପ୍ରତିଷ୍ଠାନ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ଚିର ସୁସ୍ଥ ରହିବା ପାଇଁ ଯୋଗାସନ ଓ ପ୍ରାଣାୟାମ ଅଭ୍ୟାସ କରିବା ଉଚିତ। ଯୋଗ ଦ୍ଵାରା ମୁକ୍ତି, ରକ୍ତଚାପ, ଶାନ୍ତ ଜୀବନ, ଆସନ ଦ୍ଵାର ଶରିରର ପ୍ରତ୍ୟେକ ଅଂଶରେ ଅମ୍ଳଜାନ ପ୍ରବେଶ କରି ରକ୍ତ ଶୁଦ୍ଧ କରେ, କ୍ଷୁଧା ବଢ଼ାଏ, ରୋଗ ପ୍ରତିରୋଧକ ଶକ୍ତି ବଢାଏ। ପ୍ରାଣାୟାମ ଦ୍ଵାରା ହୃଦୟ, ଫୁସଫୁସ ସୁସ୍ଥ ରହେ। ଏଣୁ ଅବାଳ ବୃଦ୍ଧ ଓ ମହିଳା ସମସ୍ତେ ଅଷ୍ଟାଙ୍ଗ ଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।

    ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ସାହୁ ଅନୁରୋଧ କରିଛନ୍ତି।

    ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ଵାସ୍ଥ୍ୟ ଶିବିର ଯୋଗ ସଚେତନା
    Share. Facebook Twitter LinkedIn Email WhatsApp Copy Link
    Previous Articleବିଦ୍ୟୁତ ଖୁଣ୍ଟକୁ ପିଟିଲା ବାଇକ, ଦୁଇ ମୃତ
    Next Article ଏୟାର ଇଣ୍ଡିଆର ଆଉ ଏକ ବିମାନ ବାତିଲ, ଦିଲ୍ଲୀରୁ ଯାଉଥିଲା ପ୍ୟାରିସ

    Related Posts

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    ବଣାଇଗଡ଼ରେ ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ସମ୍ମାନିତ

    ବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.